Numbers 11:6 — Compare Translations

5 translations compared side by side

Odia - 1840
"ମାତ୍ର ଏବେ ଆମ୍ଭମାନେେ ଦୁର୍ବଳ ହାଇେ ଯାଉଅଛୁ, ଏଠି ଖାଇବାକୁ କିଛି ନାହିଁ, ଏହି ମାନ୍ନା ଛଡା ଆଉ ଦେଖିବାକୁ କିଛି ନାହିଁ,।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ଛଡ଼ା ଆଉ ଦେଖିବାକୁ କିଛି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଏବେ ଆମ୍ଭେମାନେ ଦୁର୍ବଳ ହୋଇ ଯାଉଅଛୁ, ଏଠି ଖାଇବାକୁ କିଛି ନାହିଁ, ଏହି ମାନ୍ନା ଛଡ଼ା ଆଉ ଦେଖିବାକୁ କିଛି ନାହିଁ,।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”