Numbers 11:7 — Compare Translations
5 translations compared side by side
Odia - 1840
"ଆଉ ସହେି ମାନ୍ନା ଧନିଆ ବୀଜଗୁଡିକ ସଦୃଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ମାନ୍ନା ଧଣିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ମାନ୍ନା ଧନିଆ ବୀଜଗୁଡ଼ିକ ସଦୃଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।