Numbers 11:8 — Compare Translations
5 translations compared side by side
Odia - 1840
"ଲୋକମାନେ ଏଣେ ତଣେେ ବୁଲି ମାନ୍ନା ସଂଗ୍ରହ କଲେ, ଚକି ରେ ତାକୁ ପଷେିଲେ, କିମ୍ବା କୁଟଣୀ ରେ ତାହା ଚୂର୍ଣ କରି କରଇେ ରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳ ରେ ପକ୍ବ ପିଠାପରି ତା'ର ସ୍ବାଦ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଦ୍ଧ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ଵ ପିଠା ପରି ତହିଁର ସ୍ଵାଦ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଏଣେ ତେଣେ ବୁଲି ମାନ୍ନା ସଂଗ୍ରହ କଲେ, ଚକିରେ ତାକୁ ପେଷିଲେ, କିମ୍ବା କୁଟଣୀରେ ତାହା ଚୂର୍ଣ କରି କରେଇରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳରେ ପକ୍ୱ ପିଠାପରି ତା’ର ସ୍ୱାଦ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।