Numbers 11:9 — Compare Translations

5 translations compared side by side

Odia - 1840
"ରାତ୍ରି ରେ ଛାଉଣୀ ଉପରେ କାକର ପଡିଲା ବେଳେ ତା ସହିତ ମାନ୍ନା ଝଡିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ବେଳେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲାବେଳେ ତା’ ସହିତ ମାନ୍ନା ଝଡିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।