Numbers 12:1 — Compare Translations

5 translations compared side by side

Odia - 1840
"ମାଶାେ ଏକ କୁଶୀଯା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିଯମ ଓ ହାରୋଣ ସହେି କୁଶୀଯା ସ୍ତ୍ରୀ ସକାଶୁ ମାଶାଙ୍କେ ବିରୁଦ୍ଧ ରେ କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶା ଏକ କୂଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମରିୟମ ଓ ହାରୋଣଙ୍କର ମୋଶାଙ୍କ ବିଷୟରେ ଅଭିଯୋଗ ମୋଶା ଏକ କୁଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିୟମ ଓ ହାରୋଣ ସେହି କୁଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶା ଏକ କୂଶୀୟା ସ୍ତ୍ରୀକୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ମୋଶା ଏକ କୂଶୀୟା ସ୍ତ୍ରୀକୁୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।