Numbers 12:10 — Compare Translations

5 translations compared side by side

Odia - 1840
"ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିଯମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ଯ ଶ୍ବତବେର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତମ୍ଵୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା; ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ଵେତ; ପୁଣି ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିୟମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ୟ ଶ୍ୱେତବର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।