Numbers 12:11 — Compare Translations
5 translations compared side by side
Odia - 1840
"ତହିଁରେ ହାରୋଣ ମାଶାଙ୍କେୁ କହିଲେ, ହେ ମାହେର ମହାଶୟ, ଆମ୍ଭମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭମାନେେ ପାପ କରିଅଛୁ; ଏଣୁ ବିନଯ କରୁଅଛି, ଆମ୍ଭମାନଙ୍କ ଉପରେ ସହେି ପାପ ଥୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହାରୋଣ ମୋଶାଙ୍କୁ କହିଲେ, ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ମହାଶୟ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ; ଏଣୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।”