Numbers 12:13 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ବର, ବିନଯ କରୁଅଛି, ତାହାକୁ ସୁସ୍ଥ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ଵର, ବିନୟ କରୁଅଛି, ତାହାକୁ ସୁସ୍ଥ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”