Numbers 12:15 — Compare Translations

5 translations compared side by side

Odia - 1840
"ତହୁଁ ମିରଯମ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ୟାଏ ଲୋକମାନେ ୟାତ୍ରା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମରିୟମ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ଯାଏ ଲୋକମାନେ ଯାତ୍ରା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।