Numbers 12:2 — Compare Translations

5 translations compared side by side

Odia - 1840
"ସମାନେେ କହିଲେ, ସଦାପ୍ରଭୁ କ'ଣ ମାଶାଙ୍କେ ସହିତ କବଳେ କଥା କହିଅଛନ୍ତି? ସେ କ'ଣ ଆମ୍ଭମାନଙ୍କ ସହିତ କଥା କହିନାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ? ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ସଦାପ୍ରଭୁ କ’ଣ ମୋଶାଙ୍କ ସହିତ କେବଳ କଥା କହିଅଛନ୍ତି? ସେ କ’ଣ ଆମ୍ଭମାନଙ୍କ ସହିତ କଥା କହି ନାହାନ୍ତି?” ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି?” ମାତ୍ର ଏ କଥା ସଦାପ୍ରଭୁ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ।