Numbers 12:4 — Compare Translations

5 translations compared side by side

Odia - 1840
"ହଠାତ୍ ସଦାପ୍ରଭୁ ମାଶାଙ୍କେୁ, ହାରୋଣଙ୍କୁ, ମରିଯମଙ୍କୁ କହିଲେ, ତୁମ୍ଭେ ତିନିଜଣ ବାହାର ହାଇେ ସମାଗମ ତମ୍ବୁ ନିକଟକୁ ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀ ୟମକୁ କହିଲେ, ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ଵୁ ନିକଟକୁ ଆସ ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
Odia Bible ERV 2004 (ପବିତ୍ର ବାଇବଲ)
ହଠାତ୍ ସଦାପ୍ରଭୁ ମୋଶାଙ୍କୁ, ହାରୋଣଙ୍କୁ, ମରିୟମଙ୍କୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ।” ତହୁଁ ସେ ତିନି ଜଣ ବାହାର ହୋଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;