Numbers 12:5 — Compare Translations
5 translations compared side by side
Odia - 1840
"ସେତବେେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ ତମ୍ବୁ ନିକଟରେ ଛିଡା ହେଲେ। ସେ ଡାକିଲେ, ହାରୋଣ ଓ ମରିଯମ! ତହୁଁ ସମାନେେ ବାହାର ହାଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ଵୁ ଦ୍ଵାରରେ ଛିଡ଼ା ହୋଇ ହାରୋଣଙ୍କୁ ଓ ମରୀୟମକୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ-ତମ୍ବୁ ନିକଟରେ ଛିଡ଼ା ହେଲେ। ସେ ଡାକିଲେ, “ହାରୋଣ ଓ ମରିୟମ!” ତହୁଁ ସେମାନେ ବାହାର ହୋଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।