Numbers 12:7 — Compare Translations

5 translations compared side by side

Odia - 1840
"ମାତ୍ର ମାଶାେ ମାରେ ସବେକ, ସପରେି ନୁହେଁ। ସେ ହିଁ ମାରେ ସମଗ୍ର ଗୃହ ରେ ଜଣେ ସବୁଠାରୁ ବିଶ୍ବସ୍ତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ଵାସପାତ୍ର ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ମୋଶା ମୋର ସେବକ, ସେପରି ନୁହେଁ। ସେ ହିଁ ମୋର ସମଗ୍ର ଗୃହରେ ଜଣେ ସବୁଠାରୁ ବିଶ୍ୱସ୍ତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।