Numbers 12:8 — Compare Translations
5 translations compared side by side
Odia - 1840
"ମୁଁ ତା ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ଯ ରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହାଇେ ପ୍ରକାଶ୍ଯ ଭାବରେ ତା ସହିତ କଥା କ ହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧ ରେ କଥା କହିବାକୁ ତୁମ୍ଭମାନେେ କାହିଁକି ଭୀତ ହେଲ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ବିରୁଦ୍ଧରେ, ମୋଶା ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତା’ ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ୟରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହୋଇ ପ୍ରକାଶ୍ୟ ଭାବରେ ତା’ ସହିତ କଥା କହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧରେ କଥା କହିବାକୁ ତୁମ୍ଭେମାନେ କାହିଁକି ଭୀତ ହେଲ ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”