Numbers 12:9 — Compare Translations

5 translations compared side by side

Odia - 1840
"ଏହିରୂପେ ସମାନଙ୍କେ ପ୍ରତି ସଦାପ୍ରଭୁଙ୍କ କୋରଧ ପ୍ରଜ୍ବଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।