Numbers 13:16 — Compare Translations

5 translations compared side by side

Odia - 1840
"ମାଶାେ ଯେଉଁ ଲୋକମାନଙ୍କୁ ଗୁପ୍ତଚର କାର୍ୟ୍ଯ କରିବାକୁ ସହେି ଦେଶ ପଠାଇ ଥିଲେ, ମାଶାେ ନୂନର ପୁତ୍ର ହାେେଶୟଙ୍କୁ ଯିହାଶୂେୟ ନାମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଯେଉଁ ଲୋକମାନଙ୍କୁ ଗୁପ୍ତଚର କାର୍ଯ୍ୟ କରିବାକୁ ସେହି ଦେଶ ପଠାଇ ଥିଲେ, ମୋଶା ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।