Numbers 13:17 — Compare Translations

5 translations compared side by side

Odia - 1840
"ଆଉ ମାଶାେ ଏମାନଙ୍କୁ କିଣାନ ଦେଶ ରେ ଗୁପ୍ତଚର କାର୍ୟ୍ଯ କରିବାକୁ ପଠାଇ ସମାନଙ୍କେୁ କହିଲେ, ତୁମ୍ଭମାନେେ ନଗେଭେକୁ ୟାଅ ଏବଂ ତା'ପରେ ପର୍ବତମଯ ଦେଶକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୋଶା ଏମାନଙ୍କୁ କିଣାନ ଦେଶରେ ଗୁପ୍ତଚର କାର୍ଯ୍ୟ କରିବାକୁ ପଠାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନେଗେଭକୁ ଯାଅ ଏବଂ ତା’ପରେ ପର୍ବତମୟ ଦେଶକୁ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
Odia IRV 2017 (ଓଡିଆ ବାଇବେଲ)
ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;