Numbers 13:18 — Compare Translations
5 translations compared side by side
Odia - 1840
"ପୁଣି ସହେି ଦେଶ କିପରି, ତହିଁର ବାସିନ୍ଦାମାନେ ବଳବାନ୍ କି ଦିର୍ବଳ ଓ ସେ ଅଳ୍ପ କି ଅନକେ ସେ ବିଷଯ ରେ ଅନୁସନ୍ଧାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଦେଶ କିପରି, ତହିଁର ବାସିନ୍ଦାମାନେ ବଳବାନ୍ କି ଦୁର୍ବଳ ଓ ସେମାନେ ଅଳ୍ପ କି ଅନେକ ସେ ବିଷୟରେ ଅନୁସନ୍ଧାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;