Numbers 13:19 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଯେଉଁ ଦେଶ ରେ ବାସ କରୁଛନ୍ତି ସେ ଦେଶ ଭଲ କି ମନ୍ଦ, ଯେଉଁ ନଗର ରେ ବାସ କରନ୍ତି ତାହା କି ପ୍ରକାର, ସମାନେେ ତମ୍ବୁ ରେ କି ଗଡ ରେ, କାହିଁ ରେ ବାସ କରନ୍ତି, ତାହା ମଧ୍ଯ ଅନୁସନ୍ଧାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେ ଯେ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ଵୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଯେଉଁ ଦେଶରେ ବାସ କରୁଛନ୍ତି ସେ ଦେଶ ଭଲ କି ମନ୍ଦ, ଯେଉଁ ନଗରରେ ବାସ କରନ୍ତି ତାହା କି ପ୍ରକାର, ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି, ତାହା ମଧ୍ୟ ଅନୁସନ୍ଧାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;