Numbers 13:2 — Compare Translations

5 translations compared side by side

Odia - 1840
"ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ କିଣାନ ଦେଶ ଦବେି, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ। ସମାନଙ୍କେର ପ୍ରେତ୍ୟକକ ପିତୃବଂଶ ମଧିଅରେ ଯେଉଁ ମାନେ ଅଧିପତି, ସମାନଙ୍କେୁ ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ କିଣାନ ଦେଶ ଦେବି, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ। ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”