Numbers 13:20 — Compare Translations
5 translations compared side by side
Odia - 1840
"ପୁଣି ସହେି ମାଟିର ଉତ୍କର୍ଷଣ ଖୋଳ, ଉର୍ବର କି ଅନୁର୍ବର। ତହିଁ ମଧିଅରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭମାନେେ ସାହସୀ ହାଇେ ସହେି ଦେଶର ଫଳରୁ କିଛି ସଙ୍ଗ ରେ ଆଣ। ସହେି ସମୟରେ ପ୍ରଥମ ଦ୍ରାକ୍ଷାଫଳ ପାଚିବାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ । ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ । ସେହି ସମୟରେ ପ୍ରଥମ ପକ୍ଵ ଦ୍ରାକ୍ଷାଫଳର ସମୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ମାଟିର ଉତ୍କର୍ଷଣ ଖୋଳ, ଉର୍ବର କି ଅନୁର୍ବର। ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ଦ୍ରାକ୍ଷାଫଳ ପାଚିବାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ। ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।