Numbers 13:22 — Compare Translations
5 translations compared side by side
Odia - 1840
"ଆଉ ସମାନେେ ଦକ୍ଷିଣ ଦିଗ ଦଇେ ହିବ୍ରୋଣ ରେ ୟାଇ ଉପସ୍ଥିତ ହେଲେ, ସହେି ସ୍ଥାନ ରେ ଅହୀମାନ୍, ଶେଶଯ, ତଲ୍ମଯ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋଯନର ସାତବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍ ଓ ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ । ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ଦକ୍ଷିଣ ଦିଗ ଦେଇ ହିବ୍ରୋଣରେ ଯାଇ ଉପସ୍ଥିତ ହେଲେ, ସେହି ସ୍ଥାନରେ ଅହୀମାନ୍, ଶେଶୟ, ତଲ୍ମୟ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋୟନର ସାତ ବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।