Numbers 13:23 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ଇଷ୍କୋଲ ଉପତ୍ୟକା ରେ ଉପସ୍ଥିତ ହାଇେ ସଠାେରେ ଏକ ପନ୍ଡୋ ଫଳୟୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀ ରେ ବହନ କଲେ, ସମାନେେ ମଧ୍ଯ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ତା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ଵ ଓ ଡିମିରି ଫଳ ମଧ୍ୟ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଇଷ୍କୋଲ ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀରେ ବହନ କଲେ, ସେମାନେ ମଧ୍ୟ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।