Numbers 13:24 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ଯେଉଁ ଉପତ୍ୟକା ରେ ଦ୍ରାକ୍ଷାପନ୍ଡୋ କାଟି ଥିଲେ, ସେଥି ସକାେଶ ସହେି ସ୍ଥାନ ଇଷ୍କୋଲ ଉପତ୍ୟକା ନାମ ରେ ପ୍ରସିଦ୍ଧ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ତା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ତା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଯେଉଁ ଉପତ୍ୟକାରେ ଦ୍ରାକ୍ଷାପେଣ୍ଡା କାଟି ଥିଲେ, ସେଥି ସକାଶେ ସେହି ସ୍ଥାନ ଇଷ୍କୋଲ ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।