Numbers 13:26 — Compare Translations

5 translations compared side by side

Odia - 1840
"ଅନନ୍ତର ସମାନେେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନ ରେ ମାଶାଙ୍କେୁ ଭଟେିଲେ, ହାରୋଣ ଓ ଇଶ୍ରାୟେଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହାଇେ ସମାନଙ୍କେୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସମାନଙ୍କେୁ ସହେି ଦେଶର ଫଳ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସେମାନେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନରେ ମୋଶାଙ୍କୁ ଭେଟିଲେ, ହାରୋଣ ଓ ଇସ୍ରାଏଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଗ୍ଭର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।