Numbers 13:27 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ବର୍ଣନା କରି ତାହାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭମାନେେ ସଠାେକୁ ୟାଇଥିଲୁ। ଏହା ଏକ ଦୁଗ୍ଧ-ମଧୁର ଦେଶ। ଏହା ହେଉଛି ସହେି ଦେଶର ଫଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧମଧୁପ୍ରବାହୀ ପ୍ରମାଣ ଓ ଏହା ତହିଁର ଫଳ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ବର୍ଣ୍ଣନା କରି ତାହାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ। ଏହା ଏକ ଦୁଗ୍ଧ-ମଧୁର ଦେଶ। ଏହା ହେଉଛି ସେହି ଦେଶର ଫଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।