Numbers 13:28 — Compare Translations
5 translations compared side by side
Odia - 1840
"ତଥାପି ସହେି ଦେଶ ନିବାସିମାନେ ବଳବାନ୍, ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ, ଆହୁରି ଆମ୍ଭମାନେେ ସଠାେରେ ଅନାକର ସନ୍ତାନମାନଙ୍କୁ ଦେଖିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ସେହି ଦେଶ ନିବାସୀମାନେ ବଳବାନ୍, ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼, ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନମାନଙ୍କୁ ଦେଖିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।