Numbers 13:29 — Compare Translations

5 translations compared side by side

Odia - 1840
"ଦକ୍ଷିଣ ଦେଶ ରେ ଅମାଲକେ ବାସ କରନ୍ତି, ପର୍ବତମଯ ଦେଶ ରେ ହିତ୍ତୀଯ, ୟିବୁଷୀଯ ଓ ଇ ମାରେୀଯ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ୟର୍ବ୍ଦନ ତୀର ରେ କିଣାନୀଯ ଲୋକମାନେ ବାସକରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣ ଦେଶରେ ଅମାଲେକ ବାସ କରେ; ପୁଣି ପର୍ବତରେ ହିତ୍ତୀୟ ଓ ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି, ପର୍ବତମୟ ଦେଶରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”