Numbers 13:3 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ପାରଣ ମରୁଭୂମି ପ୍ରାନ୍ତରରୁ ସମାନଙ୍କେୁ ପଠାଇଲେ। ସହେି ଲୋକମାନେ ଇଶ୍ରାୟେଲର ଲୋକମାନଙ୍କର ନତେୃବର୍ଗ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ମରୁଭୂମି ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ। ସେହି ଲୋକମାନେ ଇସ୍ରାଏଲର ଲୋକମାନଙ୍କର ନେତୃବର୍ଗ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ ସନ୍ତାନଗଣର ପ୍ରଧାନ ଥିଲେ।