Numbers 13:30 — Compare Translations
5 translations compared side by side
Odia - 1840
"କାଲେବ୍ ମାଶାଙ୍କେ ନିକଟରେ ଥିବା ଲୋକମାନଙ୍କୁ କହିଲେ, ଆସ ଆମ୍ଭମାନେେ ଏହାକୁ ଅକ୍ତିଆର କରିବା, ସମାନଙ୍କେୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ୟଥେଷ୍ଟ ବଳ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷା; କରି କହିଲେ, ଆସ, ଆମ୍ଭେମାନେ ଏକାବେଳକେ ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କାଲେବ୍ ମୋଶାଙ୍କ ନିକଟରେ ଥିବା ଲୋକମାନଙ୍କୁ କହିଲେ, “ଆସ ଆମ୍ଭେମାନେ ଏହାକୁ ଅକ୍ତିଆର କରିବା, ସେମାନଙ୍କୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”