Numbers 13:31 — Compare Translations

5 translations compared side by side

Odia - 1840
"ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ୟାଇଥିଲେ, ସମାନେେ କହିଲେ, ଆମ୍ଭମାନେେ ସହେି ଲୋକମାନଙ୍କ ବିରୁଦ୍ଧ ରେ ୟାଇ ପାରିବୁ ନାହିଁ। କାରଣ ସମାନେେ ଆମ୍ଭଠାରୁ ଶକ୍ତିଶାଳୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କ-ଠାରୁ ବଳବାନ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ପାରିବୁ ନାହିଁ। କାରଣ ସେମାନେ ଆମ୍ଭଠାରୁ ଶକ୍ତିଶାଳୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”