Numbers 13:32 — Compare Translations

5 translations compared side by side

Odia - 1840
"ଏହିରୂପେ ସମାନେେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ ଇଶ୍ରାୟେଲର ଲୋକମାନଙ୍କ ନିକଟରେ ସହେି ଦେଶର ଅଖ୍ଯାତି କରି କହିଲେ, ଯେଉଁ ଦେଶର ମଧ୍ଯ ଦଇେ ଆମ୍ଭମାନେେ ୟାତ୍ରା କଲୁ, ତାହା ନିଜର ଅଧିବାସୀମାନଙ୍କୁ ଗ୍ରାସ କଲା। ଆମ୍ଭମାନେେ ଯେତେ ଲୋକଙ୍କୁ ସଠାେରେ ଦେଖିଲୁ ସମାନେେ ବଡ ଡେଙ୍ଗା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ଵନିବାସୀମାନଙ୍କୁ ଗ୍ରାସ କରେ, ପୁଣି ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ ଇସ୍ରାଏଲର ଲୋକମାନଙ୍କ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଯେଉଁ ଦେଶର ମଧ୍ୟଦେଇ ଆମ୍ଭେମାନେ ଯାତ୍ରା କଲୁ, ତାହା ନିଜର ଅଧିବାସୀମାନଙ୍କୁ ଗ୍ରାସ କଲା। ଆମ୍ଭେମାନେ ଯେତେ ଲୋକଙ୍କୁ ସେଠାରେ ଦେଖିଲୁ ସେମାନେ ବଡ଼ ଡେଙ୍ଗା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।