Numbers 13:33 — Compare Translations
5 translations compared side by side
Odia - 1840
"ସଠାେରେ ଆମ୍ଭମାନେେ ଅନାକର ନଫଲିେମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସମାନଙ୍କେ ଦୃଷ୍ଟି ରେ ଆମ୍ଭମାନେେ ଝିଣ୍ଟିକା ପରି ହେଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଆମ୍ଭେମାନେ ଅନାକର ନେଫଲିମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସେମାନଙ୍କ ଦୃଷ୍ଟିରେ ଆମ୍ଭେମାନେ ଝିଣ୍ଟିକା ପରି ହେଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”