Numbers 13:4 — Compare Translations
5 translations compared side by side
Odia - 1840
"ସହେି ପ୍ରଧାନମାନଙ୍କର ନାମ ଏହି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ନାମ ଏହି - ରୁବେନ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରଧାନମାନଙ୍କର ନାମ ଏହି: ରୁବେନ୍ ଗୋଷ୍ଠୀବର୍ଗ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ନାମ ଏହି: ରୁବେନ୍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ନାମ ଏହି-ରୁବେନ୍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;