Numbers 14:10 — Compare Translations
5 translations compared side by side
Odia - 1840
"ମାତ୍ର ସମସ୍ତ ମଣ୍ତଳୀ ସମାନଙ୍କେୁ ପଥର ମାରି ହତ୍ଯା କରିବାକୁ କହିଲେ। ସେତବେେଳେ ସଦାପ୍ରଭୁଙ୍କର ମହିମା ସମାଗମ ତମ୍ବୁ ରେ ଇଶ୍ରାୟେଲର ସମସ୍ତ ଲୋକମାନଙ୍କ ପ୍ରତି ପ୍ରକାଶିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ । ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ଵୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥର ମାରି ହତ୍ୟା କରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ମହିମା ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ପ୍ରତି ପ୍ରକାଶିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।