Numbers 14:12 — Compare Translations

5 translations compared side by side

Odia - 1840
"ମୁଁ ମହାମାରୀଦ୍ବାରା ସମାନଙ୍କେୁ ସଂହାର କରିବି ଓ ସମାନଙ୍କେର ଅଧିକାର ଛଡଇେ ନବେି। ପୁଣି ସମାନଙ୍କେଠାରୁ ତୁମ୍ଭକୁ ବଡ ଓ ବଳବାନ ଜାତି କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମହାମାରୀଦ୍ୱାରା ସେମାନଙ୍କୁ ସଂହାର କରିବି ଓ ସେମାନଙ୍କର ଅଧିକାର ଛଡ଼େଇ ନେବି। ପୁଣି ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଜାତି କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।