Numbers 14:13 — Compare Translations

5 translations compared side by side

Odia - 1840
"ତା'ପରେ ମାଶାେ ସଦାପ୍ରଭୁଙ୍କୁ କହିଲେ, ତବେେ ମିଶରୀଯ ଲୋକମାନେ ତ ଏହା ଶୁଣିବେ, କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ବାରା ସମାନଙ୍କେ ମଧ୍ଯରୁ ଏହି ଲୋକମାନଙ୍କୁ ଆଣିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ଵାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିଶରୀୟ ଲୋକମାନେ ତ ଏହା ଶୁଣିବେ, କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।