Numbers 14:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦବୋକୁ ପ୍ରତିଜ୍ଞା କରିଥିଲେ, ସହେି ଦେଶକୁ ସମାନଙ୍କେୁ ଆଣି ପାରିଲେ ନାହିଁ, ଏଣୁ ସେ ସମାନଙ୍କେୁ ମରୁଭୂମିରେ ବଧ କରିଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏଣୁ ସେ ସେମାନଙ୍କୁ ମରୁଭୂମିରେ ବଧ କରିଅଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।