Numbers 14:18 — Compare Translations

5 translations compared side by side

Odia - 1840
"'ସଦାପ୍ରଭୁ କୋରଧ ରେ ଧୀର ଓ ଦୟା ରେ ପରିପୂର୍ଣ ଓ ଅପରାଧୀ ଓ ବ୍ଯବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦଇେଥାନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ଓ ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତା; ତହିଁର ଦଣ୍ତଦାତା; ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା ।
Odia Bible ERV 2004 (ପବିତ୍ର ବାଇବଲ)
‘ସଦାପ୍ରଭୁ କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ଓ ଅପରାଧୀ ଓ ବ୍ୟବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦେଇଥା’ନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।’
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।