Numbers 14:19 — Compare Translations
5 translations compared side by side
Odia - 1840
"ମୁଁ ବିନଯ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ବ ଅନୁସାରେ ଏହି ଲୋକମାନଙ୍କୁ ମିଶରଠାରୁ ଏପର୍ୟ୍ଯନ୍ତ ଯେପରି କ୍ଷମା କରିଅଛ ତଦନୁସା ରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ଵ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଏହି ଲୋକମାନଙ୍କୁ ମିଶରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।”
Odia IRV 2017 (ଓଡିଆ ବାଇବେଲ)
ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।