Numbers 14:2 — Compare Translations
5 translations compared side by side
Odia - 1840
"ପୁଣି ଇଶ୍ରାୟେଲ ଲୋକମାନେ ସମସ୍ତେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ, ଆଉ ସମସ୍ତ ମଣ୍ତଳୀ ସମାନଙ୍କେ ଆଗ ରେ ଅଭିଯୋଗ କଲେ, ଯଦି ଆମ୍ଭମାନେେ ସହେି ମିଶର ଦେଶ ରେ କିମ୍ବା ମରୁଭୂମିରେ ମରିୟାଇଥାନ୍ତୁ, ତବେେ ଭଲ ହାଇେଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ କହିଲେ, ଆହା, ଆମ୍ଭେମାନେ ଯେବେ ମିସର ଦେଶରେ ମରିଥାʼନ୍ତୁଣ! ଆହା, ଆମ୍ଭେମାନେ ଯେବେ ଏହି ପ୍ରାନ୍ତରରେ ମରିଥାʼନ୍ତୁ!
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇସ୍ରାଏଲ ଲୋକମାନେ ସମସ୍ତେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କଲେ, ଆଉ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ ଅଭିଯୋଗ କଲେ, “ଯଦି ଆମ୍ଭେମାନେ ସେହି ମିଶର ଦେଶରେ କିମ୍ବା ମରୁଭୂମିରେ ମରିଯାଇଥା’ନ୍ତୁ, ତେବେ ଭଲ ହୋଇଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥାʼନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥାʼନ୍ତୁ!
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ!