Numbers 14:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ଯେପରି ତୁମ୍ଭେ ମାେତେ ଅନୁ ରୋଧ କଲ, ମୁଁ ସମାନଙ୍କେୁ କ୍ଷମା ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ତୁମ୍ଭର ବାକ୍ୟ ପ୍ରମାଣେ କ୍ଷମା କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ଯେପରି ତୁମ୍ଭେ ମୋତେ ଅନୁରୋଧ କଲ, ମୁଁ ସେମାନଙ୍କୁ କ୍ଷମା ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।