Numbers 14:22 — Compare Translations
5 translations compared side by side
Odia - 1840
"ଏମାନଙ୍କ ମଧ୍ଯରୁ ଏହି ଲୋକ ମାରେମହିମା ଦେଖିଲେ, ପୁଣି ଯେଉଁମାନେ ମିଶର ରେ ଓ ମରୁଭୂମିରେ ଚିହ୍ନସ୍ବରୂପ ମାରେ କୃତ କର୍ମ ଦଖାଇେଛନ୍ତି ଏବଂ ଯେଉଁମାନେ ମାେତେ ବହୁତ ଥର ପରୀକ୍ଷା କରିଛନ୍ତି ଓ ଯେଉଁମାନେ ମାେ ବାକ୍ଯ ରବ ରେ ଅମନୋୟୋଗୀ ହାଇେଅଛନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ଵରୂପ କର୍ମ ଦେଖିଲେ ହେଁ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଏମାନଙ୍କ ମଧ୍ୟରୁ ଏହି ଲୋକ ମୋର ମହିମା ଦେଖିଲେ, ପୁଣି ଯେଉଁମାନେ ମିଶରରେ ଓ ମରୁଭୂମିରେ ଚିହ୍ନସ୍ୱରୂପ ମୋର କୃତ କର୍ମ ଦେଖାଇଛନ୍ତି ଏବଂ ଯେଉଁମାନେ ମୋତେ ବହୁତ ଥର ପରୀକ୍ଷା କରିଛନ୍ତି ଓ ଯେଉଁମାନେ ମୋ’ ବାକ୍ୟ ରବରେ ଅମନୋଯୋଗୀ ହୋଇଅଛନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,