Numbers 14:23 — Compare Translations
5 translations compared side by side
Odia - 1840
"ସମାନଙ୍କେ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷଯ ରେ ଶପଥ କରିଅଛୁ, ଏମାନଙ୍କ ମଧ୍ଯରୁ କହେି ସେ ଦେଶ ଦେଖିପାରିବେ ନାହିଁ। କାରଣ ସମାନେେ ମତେ ଅବଜ୍ଞା କରିଛନ୍ତି, ତେଣୁ ସମାନଙ୍କେ ମଧ୍ଯରୁ କହେି ତାହା ଦେଖିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ଏମାନଙ୍କ ମଧ୍ୟରୁ କେହି ସେ ଦେଶ ଦେଖି ପାରିବେ ନାହିଁ। କାରଣ ସେମାନେ ମୋତେ ଅବଜ୍ଞା କରିଛନ୍ତି, ତେଣୁ ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)