Numbers 14:24 — Compare Translations

5 translations compared side by side

Odia - 1840
"ମାତ୍ର ଆମ୍ଭର ସବେକ କାଲବେ ସମାନଙ୍କେ ଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହାଇେଅଛି। ଏଣୁ ସେ ଯେଉଁ ଦେଶକୁ ୟାଇଥିଲା, ସହେି ଦେଶ ରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭର ସେବକ କାଲେବ ସେମାନଙ୍କଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି। ଏଣୁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।