Numbers 14:25 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଅମାଲକେୀଯ ଓ କିଣାନୀଯମାନେ ତଳ ଭୂମିରେ ବାସ କରନ୍ତି। କାଲି ତୁମ୍ଭମାନେେ ଫରେି ଲୋହିତ ସାଗର ପଥଦଇେ ମରୁଭୂମି ଗମନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ-ସମୁଦ୍ରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳ ଭୂମିରେ ବାସ କରନ୍ତି। କାଲି ତୁମ୍ଭେମାନେ ଫେରି ଲୋହିତ ସାଗର ପଥଦେଇ ମରୁଭୂମିକୁ ଗମନ କରିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”
Odia IRV 2017 (ଓଡିଆ ବାଇବେଲ)
ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”