Numbers 14:27 — Compare Translations
5 translations compared side by side
Odia - 1840
"ମାେ ବିରୁଦ୍ଧ ରେ ଅଭିଯୋଗ କରାଯାଉଛି, ମୁଁ କେତକୋଳ ସହିବି ଏହି ଦୁଷ୍ଟ ଲୋକମାନଙ୍କ ନିମନ୍ତେ? ଇଶ୍ରାୟେଲର ଲୋକମାନେ ଯେଉଁ ଅଭିଯୋଗ କରୁଛନ୍ତି ତାହା ମୁଁ ଶୁଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଶୁଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋ’ ବିରୁଦ୍ଧରେ ଅଭିଯୋଗ କରାଯାଉଛି, ମୁଁ କେତେକାଳ ସହିବି ଏହି ଦୁଷ୍ଟ ଲୋକମାନଙ୍କ ନିମନ୍ତେ? ଇସ୍ରାଏଲର ଲୋକମାନେ ଯେଉଁ ଅଭିଯୋଗ କରୁଛନ୍ତି ତାହା ମୁଁ ଶୁଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।