Numbers 14:28 — Compare Translations
5 translations compared side by side
Odia - 1840
"ସମାନଙ୍କେୁ କୁହ, 'ସଦାପ୍ରଭୁ ପ୍ରତିଜ୍ଞା କରନ୍ତି। ସମାନେେ ଯାହା ଅଭିଯୋଗ କରିଛନ୍ତି' ତାହାହିଁ ମୁଁ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେବେ ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ କୁହ, ‘ସଦାପ୍ରଭୁ ପ୍ରତିଜ୍ଞା କରନ୍ତି। ସେମାନେ ଯାହା ଅଭିଯୋଗ କରିଛନ୍ତି’ ତାହା ହିଁ ମୁଁ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।