Numbers 14:29 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଏହି ମରୁଭୂମି ମଧିଅରେ ମରିବ। କୋଡିଏ ବର୍ଷରୁ ଅଧିକ ବଯସ୍କ ତୁମ୍ଭମାନଙ୍କ ମଧ୍ଯରୁ ଗଣ୍ଯ ହାଇେଥିବା ଲୋକମାନେ ସମ୍ପୂର୍ଣ ସଂଖ୍ଯା ଅନୁସାରେ ଯେଉଁମାନେ ମାେ ବିରୁଦ୍ଧ ରେ ଅଭିଯୋଗ କରିଛନ୍ତି, ସମସ୍ତେ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏହି ମରୁଭୂମି ମଧ୍ୟରେ ମରିବ। କୋଡ଼ିଏ ବର୍ଷରୁ ଅଧିକ ବୟସ୍କ ତୁମ୍ଭମାନଙ୍କ ମଧ୍ୟରୁ ଗଣ୍ୟ ହୋଇଥିବା ଲୋକମାନେ ସମ୍ପୂର୍ଣ୍ଣ ସଂଖ୍ୟା ଅନୁସାରେ ଯେଉଁମାନେ ମୋ’ ବିରୁଦ୍ଧରେ ଅଭିଯୋଗ କରିଛନ୍ତି, ସମସ୍ତେ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
Odia IRV 2017 (ଓଡିଆ ବାଇବେଲ)