Numbers 14:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗ ରେ ନିପାତ କରିବାକୁ କାହିଁକି ଏ ଦେଶକୁ ଆଣିଲେ? ଆମ୍ଭମାନଙ୍କ ସ୍ତ୍ରୀ ଓ ବାଳକମାନେ ବନ୍ଦୀରୂପେ ନିଆଯିବେ। ମିଶରକୁ ଫରେି ୟିବାଟା ଆମ୍ଭମାନଙ୍କ ପକ୍ଷ ରେ ଭଲ ହୁଅନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ଼୍ଟରେ ନିପାତ କରିବା ପାଇଁ କିହେତୁ ଏ ଦେଶକୁ ଆଣିଲେ? ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କୁ ଖ‌ଡ଼୍‌ଗରେ ନିପାତ କରିବାକୁ କାହିଁକି ଏ ଦେଶକୁ ଆଣିଲେ? ଆମ୍ଭମାନଙ୍କ ସ୍ତ୍ରୀ ଓ ବାଳକମାନେ ବନ୍ଦୀରୂପେ ନିଆଯିବେ। ମିଶରକୁ ଫେରି ଯିବାଟା ଆମ୍ଭମାନଙ୍କ ପକ୍ଷରେ ଭଲ ହୁଅନ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”